ଚନ୍ଦକା ଥାନା ଘଟଣାରେ 7 ଅଭିଯୁକ୍ତଙ୍କୁ ମିଳିଲା ଜାମିନ । ଜାମିନ ମଞ୍ଜୁର କଲେ ମାନ୍ୟବର ଜେଏମଏଫସି 2 କୋର୍ଟ । ଯୁବକଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗ ଜାମିନଯୁକ୍ତ । ଏଭଳି ଅଭିଯୋଗରେ ଥାନାରେ ନୋଟିସ କରି ଛାଡିବା ଯୋଗ୍ୟ । କାହିଁକି କୋର୍ଟ ଚାଲାଣ କରାଯାଉଛି ପ୍ରଶ୍ନର କୌଣସି ଉତ୍ତର ଦେଇପାରିନଥିଲେ ପୋଲିସ କର୍ମଚାରୀ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
RU-vid: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #Bhubaneswar #JMFCcourt #bail #bharatpurincident
20 сен 2024