Тёмный

# ADHARAPONA @SABAR SRIKHETRA KORAPUT 

KORAPUT CAPSULE
Подписаться 666
Просмотров 341
50% 1

ଶାବର ଶ୍ରୀକ୍ଷେତ୍ରରେ ଅଧରପଣା ନୀତି ।
ସରି ଆସୁଛି ବଡଦାଣ୍ଡରେ ଶ୍ରୀଜିଉଙ୍କ ଲୀଳାଖେଳ।ସରିଲା ମହାପ୍ରଭୁଙ୍କ ପବିତ୍ର ଅଧରପଣା ନୀତି। ସନ୍ଧ୍ୟା ବେଳେ ରଥାରୁଢ଼ ଠାକୁରଙ୍କ ପାଖରେ ଲାଗି ହେଲା ଅଧରପଣା। ଏଥିପାଇଁ ପ୍ରତି ରଥରେ ଶ୍ରୀଜିଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ କରାଯାଇଥିଲା। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀରେ ପ୍ରସ୍ତୁତ ଅଧର ହାଣ୍ଡିକୁ ରଥରେ ଥିବା ପାର୍ଶ୍ୱ ଦେବଦେବୀ ଓ ଚଣ୍ଡି ଚାମଣ୍ଡାଙ୍କ ତୃପ୍ତି ଉଦ୍ଦେଶ୍ୟରେ ଭଙ୍ଗାଯାଇଥାଏ।

Опубликовано:

 

8 сен 2024

Поделиться:

Ссылка:

Скачать:

Готовим ссылку...

Добавить в:

Мой плейлист
Посмотреть позже
Комментарии    
Далее
7PM Bulletin || 8th September 2024 || Kanak News
23:29