Naxal Operations: ‘ଅଧିକ ଫୋର୍ସ ଏବଂ ହେଲିକପ୍ଟର ମାଗିଛୁ’ | CM Mohan Majhi Requests Central Support | Odisha Reporter
ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ମାଗିଲେ ମୁଖ୍ୟମନ୍ତ୍ରୀ। ଛତିଶଗଡ଼ରେ ନକ୍ସଲ ଅପରେସନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ ଅନୁପ୍ରବେଶ ସମ୍ଭାବନା ରହିଛି। ବିଶେଷକରି ନୂଆପଡ଼ା, କନ୍ଧମାଳ, ମାଲକାନଗିରି ପ୍ରତି ଫୋକସ ରହିଛି। ୧୨ କଂପାନୀ ସିଏପିଏଫ୍ ଓ ଗୋଟିଏ ହେଲିକପ୍ଟର ପାଇଁ ଦାବି କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
RU-vid: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #Odisha #MohanMajhi #Naxal #helicopter #Delhi #AmitShah
6 окт 2024